• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ବ୍ୟବସାୟ

18-May-2024

ଜାତିସଂଘର ଆକଳନ ! ଭାରତକୁ ଆସିବ ଅଧିକ ଏଫ୍‌ଡିଆଇ

ନୂଆଦିଲ୍ଲୀ: ପାଶ୍ଚାତ୍ୟ ରାଷ୍ଟ୍ରର ସଂସ୍ଥାଗୁଡ଼ିକ ପୁଞ୍ଜିନିବେଶ ଲାଗି ଚୀନ୍ ଯିବାକୁ ଚାହୁନାହାନ୍ତି। ସେମାନେ ଭାରତକୁ ଏକ ବିକଳ୍ପ ନିବେଶ ସ୍ଥଳ ଭାବେ ବିବେଚନା କରୁଛନ୍ତି। ଏହାର ପ୍ରଭାବରେ ଭାରତକୁ ଅଧିକ ପ୍ରତ୍ୟକ୍ଷ ବୈଦେଶିକ ପୁଞ୍ଜିନିବେଶ ଆସିବ ଓ ଚୀନ୍ ବହୁ ପରିମାଣର ଏଫ୍‌ଡିଆଇ ହରାଇବ ବୋଲି ଜାତିସଂଘର ଅର୍ଥନୈତିକ ଓ ସାମାଜିକ ବ୍ୟାପାର ବିଭାଗରେ ବିଶ୍ବ ଅର୍ଥନୈତିକ ନିରୀକ୍ଷଣ ଶାଖାର ମୁଖ୍ୟ ହମିଦ୍ ରସିଦ୍ କହିଛନ୍ତି।ଭାରତର ଅର୍ଥନୈତିକ ଅଭିବୃଦ୍ଧି ଉପରେ ଜାତିସଂଘର ବିଶ୍ବାସ ବୃଦ୍ଧି ପାଇଛି। ସେଥିପାଇଁ ଏହା ନିଜର ପୂର୍ବ ଆକଳନକୁ ବଦଳାଇବା ସହ କହିଛି ଯେ ଭାରତର ଅଭିବୃଦ୍ଧି ୬.୨ ପ୍ରତିଶତ ନୁହେଁ, ବରଂ ତା'ଠାରୁ ଅଧିକ ୬.୯ ପ୍ରତିଶତ ହେବ।୨୦୨୫ରେ ଭାରତର ଅଭିବୃଦ୍ଧି ୬.୬ ପ୍ରତିଶତ ରହିବ ବୋଲି ସେ ଆକଳନ କରିଛନ୍ତି। ମୁଦ୍ରାସ୍ଫୀତିରେ ହୋଇଥିବା ହ୍ରାସ ଭାରତକୁ ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭଲ ସ୍ଥିତିରେ ରଖିଛି। ଅଭିବୃଦ୍ଧିକୁ ଆଗକୁ ନେବା ଲାଗି ଭାରତ‌ ପାଖରେ ଉଭୟ ଆର୍ଥିକ ଓ ବିତ୍ତୀୟ ପଦକ୍ଷେପ ଗ୍ରହଣ କରିବା ସୁଯୋଗ ରହିଛି ବୋଲି ସେ କହିଛନ୍ତି। ଆମଦାନି ଲାଗି ରୁଷ୍‌ ସହ ଭାରତ ଯେଉଁ ବ୍ୟବସ୍ଥା କରିଛି ତାହା ଦେଶର ଆମଦାନି ଖର୍ଚ୍ଚରେ ହ୍ରାସ ଆଣିବାରେ ସହାୟକ ହୋଇଛି। ଅଭିବୃଦ୍ଧି ଦୃଷ୍ଟିରୁ ଭାରତର ପ୍ରଦର୍ଶନ ବେଶ୍ ଉତ୍ସାହଜନକ ରହିଥିବା ସେ କହିଛନ୍ତି। ତେବେ ସେ ଏହା ମଧ୍ୟ ମନେ ପକାଇ ଦେଇଛନ୍ତି ଯେ ୨୦୨୪ର ପ୍ରଥମ ତିନି ମାସରେ ଭାରତ ଓ ବାଲାଂଦେଶରେ ଖାଦ୍ୟ ସାମଗ୍ରୀର ଦର ଅଧିକ ରହିଥିଲା।

    ବ୍ୟୁରୋ ରିପୋର୍ଟ ଜିଟିଭି ଭାରତ ଓଡ଼ିଆ।

294
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter