• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜାତୀୟ ଖବର

05-Jun-2024

କେନ୍ଦ୍ର କ୍ୟାବିନେଟର ସୁପାରିଶ କ୍ରମେ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ତୃତୀୟ ପାଳିରେ ସରକାର ଗଢିବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଜନତା ପାର୍ଟି।ଲୋକସଭା ଭଙ୍ଗ କରିବା ପାଇଁ କେନ୍ଦ୍ର କ୍ୟାବିନେଟର ସୁପାରିଶ।ତେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସରକାର ଗଠନ କରିବାକୁ ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ।ଏଥିସହ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୮ତାରିଖ ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନରେନ୍ଦ୍ର ମୋଦୀ।ଏଭଳି ହେଲେ ଦେଶର ଦ୍ୱିତୀୟ ନେତା ହେବେ ନରେନ୍ଦ୍ର ମୋଦୀ, ଯିଏ ଲଗାତାର ତୃତୀୟ ଥର ନିର୍ବାଚନ ଜିତି ପ୍ରଧାନମନ୍ତ୍ରୀ ହୋଇଛନ୍ତି।ପୂର୍ବରୁ ଏହି ରେକର୍ଡ କେବଳ ଜବାହାର ଲାଲ ନେହେରୁଙ୍କ ନାଁରେ ରହିଛି ।

    ବ୍ୟୁରୋ ରିପୋର୍ଟ ଜିଟିଭି ଭାରତ ଓଡ଼ିଆ।

127