• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଗ୍ରାମୀଣ

12-Feb-2025

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର

ରାୟଗଡ଼ା (ପିଆର) ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୨.୦୨.୨୦୨୫ ରିଖ ବୁଧୁବାର ଦିନ ସକାଳ ଘ.୧୧.୦୦ମି ରେ ସ୍ଥାନୀୟ ପିତାମହଲ ରେ ଥିବା  ଟ୍ରେନିଙ୍ଗ ହଲ୍ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ଓ ଜିଲ୍ଲା ପ୍ରଶାସନ ର ସହଯୋଗ କ୍ରମେ “କର୍ମକ୍ଷେତ୍ରରେ ହେଉଥିବା ମହିଳାମାନଙ୍କର ଯୌନ ନିର୍ଯ୍ୟାତନ ସୁରକ୍ଷା ଆଇନ” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ  ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଓକିଲ ଶ୍ରୀ କିଶୋର କୁମାର ସାହୁ, ଦେବରାଜ ନାଏକ ଓ ରାୟଗଡା ଜିଲ୍ଲା ର ଓ.ଏଲ୍.ଏମ୍ ର ଡି.ପି.ଏମ୍ ଶ୍ରୀ ଶଙ୍କର ଚାଲାନ ଓ ଜିଲ୍ଲା କୋଡିନେଟର କମ୍ କାଉନସିଲର (ପି.ସି.ଆଇ ଇଣ୍ଡିଆ) ବାସନ୍ତୀ ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ I ଏଥିସହିତ ଓ. ଏଲ୍.ଏମ୍ ର ଅନେକ ପ୍ରେରଣା ଦିଦି (ମହିଳା) ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ ସେହି ଆଇନର ସଂଶ୍ଲିଷ୍ଟ ଆଇନ ବିଷୟରେ ବିସୃତ ଭାବରେ ଅଶଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ I ଏଥିସହିତ ମହିଳାମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଲେ ସେମାନଙ୍କ ପାଇ ନ୍ୟାୟିକ ବ୍ୟବସ୍ଥା ଓ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ଏଥିସହିତ ମହିଳା ସଶକ୍ତିକରଣ ଉପରେ ଥିବା ବିଭିନ୍ନ ଆକ୍ଟ ଉପରେ ଆଲୋକପାତ କରିଥିଲେ I  ପରିଶେଷରେ ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏହି ଆଇନ ଉପରେ ଥିବା ସୁପ୍ରିମକୋଟ ର ଥିବା ବିଭିନ୍ନ ଜଜମେଣ୍ଟ ଉପରେ ଅଂଶ ଗ୍ରହଣକାରୀ ମାନଙ୍କୁ ଧାରଣା ଦେଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଓ.ଏଲ୍.ଏମ୍ ର ପ୍ରେରଣା ଦିଦି(ମହିଳା)  ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

91
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter