• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଖେଳ

02-Oct-2025

୨୦୨୫-୨୬ ପାଇଁ ଓଡ଼ିଶା ରଣଜୀ ଟିମ୍ ଘୋଷଣା

ଭୁବନେଶ୍ବର: କ୍ରୀଡ଼ା ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶା ରଣଜୀ ଟିମ୍ ଘୋଷଣା କରାଯାଇଛି। ଓଡ଼ିଶା ବରିଷ୍ଠ ପୁରୁଷ ଚୟନ କମିଟିର ସଦସ୍ୟ ସୌରଜିତ ମହାପାତ୍ର, ଅବକାଶ ଖୁଣ୍ଟିଆ ଓ ଶୁଭ୍ରଜିତ ସାହୁ ୩ଟି ମ୍ୟାଚ୍ ପାଇଁ ୧୫ ଜଣିଆ ଟିମ୍ ଘୋଷଣା କରିଛନ୍ତି। ଏହି ଟିମ୍ରେ ଶୁଭ୍ରାଂଶୁ ସେନାପତିଙ୍କୁ ଅଧିନାୟକ ଭାବେ ଚୟନ କରାଯାଇଛି। ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ର ସଂପାଦକ ସଂଜୟ ବେହେରା ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଛନ୍ତି।ସୂଚନାଯୋଗ୍ୟ ରଣଜୀ ଟ୍ରଫିର କ୍ରୀଡ଼ା ସୂଚୀ ଅନୁସାରେ ଓଡ଼ିଶା ଓ ଭଦୋଦରା ମଧ୍ୟରେ ଆସନ୍ତା ୧୫-୧୮ ତାରିଖରେ ମ୍ୟାଚ୍ ଖେଳାଯିବ। ବାରବାଟୀ ଷ୍ଟାଡିୟମରେ ଏହି ମ୍ୟାଚ୍ର ଆୟୋଜନ ହେବ। ଅକ୍ଟୋବର ୨୫-୨୮ରେ ଉତ୍ତରପ୍ରଦେଶର କାନପୁରସ୍ଥିତ ଗ୍ରୀନପାର୍କ ଷ୍ଟାଡିୟମରେ ଓଡ଼ିଶା ଦ୍ବିତୀୟ ମ୍ୟାଚ୍ ଖେଳିବ। ଏଥିରେ ଉତ୍ତରପ୍ରଦେଶକୁ ଓଡ଼ିଶା ଭେଟିବ। ସେହିପରି ଓଡ଼ିଶା ଟିମ୍ ପରବର୍ତ୍ତୀ ମ୍ୟାଚ ବାରବାଟୀରେ ଖେଳିବ। ନଭେମ୍ବର ୧-୪ ତାରିଖରେ ଆନ୍ଧ୍ରପ୍ରଦେଶକୁ ଭେଟିବ।ଓଡ଼ିଶା ଟିମ୍ ନଭେମ୍ବର ୮-୧୧ରେ ବିଦର୍ଭ, ନଭେମ୍ବର ୧୬-୧୯ରେ ନାଗାଲାଣ୍ଡ, ୨୦୨୬ ଜାନୁଆରି ୨୨-୨୫ରେ ତାମିଲନାଡୁ ଓ ଜାନୁଆରି ୨୯-ଫେବ୍ରୁଆରି ୧ ଯାଏଁ ଝାଡ଼ଖଣ୍ଡକୁ ଭେଟିବ।ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ଯେ, ରସନାରା ପରୱିନ୍ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଭାରତୀୟ ଟିମ୍ରେ ସାମିଲ ହୋଇ ଗୋଟିଏ ଦିନିକିଆ ଓ ୨ଟି ଟି-୨୦ ମ୍ୟାଚ୍ ଖେଳିଥିଲେ। ଏତଦ୍ ବ୍ୟତୀତ ଓଡ଼ିଶା କ୍ରିକେଟ୍ ପାଇଁ ତାଙ୍କର ସ୍ମରଣୀୟ ଅବଦାନ ରହିଛି।୧୫ଜଣିଆ ଟିମ୍ ହେଲେ:-ଶୁଭ୍ରାଂଶୁ ସେନାପତି (ଅଧିନାୟକ),ସ୍ବସ୍ତିକ ସାମଲ (ଉପଅଧିନାୟକ),ଗୌରବ ଚୌଧୁରୀ,ସନ୍ଦୀପ ପଟ୍ଟନାୟକ,ଗୋବିନ୍ଦ ପୋଦ୍ଦାର,ଆଶୀର୍ବାଦ ସ୍ବାଇଁ (ୱିକେଟ୍କିପର),ରାଜେଶ ଧୂପର (ୱିକେଟ୍କିପର),ଅନିଲ ପରିଡ଼ା,ସମ୍ବିତ ଏସ୍ ବରାଳ,ସୁମିତ ଶର୍ମା,ବାଦଲ ବିଶ୍ବାଳ,ସୁନୀଲ କୁମାର ରାଉଳ,ରାଜେଶ ମହାନ୍ତି,ତାରିଣୀ ସା,ତାପସ ଦାସ

ଷ୍ଟାଣ୍ଡବାଏ ଖେଳାଳି:-ଶାନ୍ତନୁ ମିଶ୍ର,ବିପ୍ଲବ ସାମନ୍ତରାୟ,ସୌରଭ ଗୌଡ଼,ପ୍ରଶାନ୍ତ ରଣା,କାର୍ତ୍ତିକ ବିଶ୍ବାଳ।

        ବ୍ୟୁରୋ ରିପୋର୍ଟ ଜିଟିଭି ଭାରତ ଓଡ଼ିଆ।

49
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter