• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

08-Nov-2025

ରାୟଗଡ଼ ପଞ୍ଚାୟତ ସମିତିର ଚତୁର୍ଦ୍ଦଶ ବୈଠକ ଅନୁଷ୍ଠିତ

ରାୟଗଡ଼(ପିଆର), ତା ୭-୧୧-୨୦୨୫ ରିଖ ରାୟଗଡ଼ ବ୍ଳକର  ଚତୁର୍ଦ୍ଦଶ ସମିତି ବୈଠକ ଶୁକ୍ରବାର ଦିନ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।  କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଶଙ୍କର ଉଲ୍ଲାକା  ଓ ରାୟଗଡ଼ ବିଧାୟକ ଶ୍ରୀଯୁକ୍ତ କାଡ୍ରାକା ଆପାଲାସ୍ଵାମୀ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା ଏଥିରେ ଅଧ୍ୟକ୍ଷତା କରିଥିଲେ। ଉପାଧ୍ୟକ୍ଷ ଶ୍ରୀଯୁକ୍ତ ହର ପ୍ରାସାଦ ହେପ୍ରିକା,  ବିଡିଓ ସୁଜିତ କୁମାର ମିଶ୍ର,  ଏବିଡିଓ କାଳୁ ଚରଣ ନାୟକ, ସମସ୍ତ ସମିତି ସଦସ୍ୟ, ସରପଞ୍ଚ ଓ ଜିଲ୍ଲା ପରିଷଦ ସଭ୍ଯ ସଭ୍ୟା ଯୋଗଦେଇ ବିଭିନ୍ନ ଯୋଜନା ବିଷୟରେ ଆଲୋଚନା କରିଥିଲେ।  ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ପାନୀୟଜଳ, ଜିବିକା ମିଶନ, ପଶୁପାଳନ, କ୍ଷୁଦ୍ର ଜଳସେଚନ,  ଗ୍ରାମ ଉନ୍ନୟନ, ସାମାଜିକ ସୁରକ୍ଷା ଆବାସ ଯୋଜନା,  ସମ୍ମନ୍ବୀତ ଆଦିବାସୀ ଉନ୍ନୟନ ସଂସ୍ଥା, ଜଙ୍ଗଲ, ଜଳଛାୟା,ମଙ୍ଗଳ ବିଭାଗ, ଯୋଗାଣ, ମହିଳା ଓ ଶିଶୁ ବିଭାଗ,ଶ୍ରମ, ମତ୍ସ୍ୟ ଓ ଉଦ୍ୟାନ କୃଷି ଆଦି ବିଭାଗ ଯୋଗଦେଇ ବିଭିନ୍ନ ସରକାରୀ ଯୋଜନାର ସୁବିଧା ବିଷୟରେ ଗୃହକୁ ଅବଗତ କରିଥିଲେ। 
     ମାନ୍ୟବର ସାଂସଦ ଶ୍ରୀଯୁକ୍ତ ଉଲ୍ଲାକା ବ୍ଲକ ତରଫରୁ କାର୍ଯ୍ୟକାରୀ ହେଉଥିବା ଏମପି ଲାଡ,  ବିକେବିୱାଇ , ଆଦି ବିଭିନ୍ନ ଉନ୍ନୟନ ଯୋଜନାର ସ୍ଥିତି, ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ସହ ପ୍ରକଳ୍ପର ଅଗ୍ରଗତି ବିଷୟରେ ଆଲୋଚନା କରିବାସହ ପାଣ୍ଠିର ସୁବିନିଯୋଗ କରି ପ୍ରକଳ୍ପ ଗୁଡିକର ଶିଘ୍ର ସଂପର୍ଣ୍ଣ କରିବାନିମନ୍ତେ ଉତ୍ସାହିତ କରିଥିଲେ।  ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କୁ ଭାଗିଦାରୀରେ ପ୍ରକଳ୍ପ ଚୟନ, ବିଭିନ୍ନ ବିଭାଗର ସମନ୍ଵୟରେ  ଯୋଜନା ପ୍ରସ୍ତୁତି ନିମନ୍ତେ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ ।
ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଆପାଲାସ୍ଵାମୀ ପ୍ରତି ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ବବୋଧ ହେବାସହ ବିକାଶମୂଳକ କାର୍ଯ୍ୟରେ ନିର୍ବାଚିତ ପ୍ରତିନିଧିଙ୍କ ଅଂଶଗ୍ରହଣ ଉପରେ ଗୁରୁତ୍ଵାରୋପ କରିଥିଲେ । ଆରଡି ବିଭାଗକୁ ଏନେକ ଗ୍ରାମାଞ୍ଚଳ ରାସ୍ତା ହସ୍ତାନ୍ତର ହୋଇଥିଲେ ମଧ୍ଯ ପୁରାତନ ରାସ୍ତାର ରକ୍ଷଣାବେକ୍ଷଣ ତଥା ନୂତନ ରାସ୍ତା ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଅଗ୍ରଗତି ହୋଇପାରିନଥିବାରୁ ଗୃହ ଉଦବେଗ ପ୍ରକାଶ କରିଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଜିତ କୁମାର ମିଶ୍ର ଆବାସ, ଭତ୍ତା ଓ ଉନ୍ନୟନ ମୂଳକ ପ୍ରକଳ୍ପର ସ୍ଥିତି ବିଷୟରେ  ତଥ୍ଯ ଉପସ୍ଥାପନ କରିଥିଲେ । ଆଗାମୀ ୧୦୨୫-୨୬ ବର୍ଷ ନିମନ୍ତେ ରାୟଗଡ ବ୍ଲକ ଅଞ୍ଚଳରେ ଉପଲବ୍ଧ  ଅଣସ୍ତରୀ ଗୋଟି ଲଘୁବନଯାତ ଦ୍ରବ୍ଯର ଦର ଆଲୋଚନା ପରେ ସ୍ଥିରୀକୃତ କରାଯାଇଥିଲା। ବିଡିଓ ଶ୍ରୀଯୁକ୍ତ ମିଶ୍ର ସ୍ବାଗତ ଭାଷଣ ରଖିଥିବା ବେଳେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ  ସ୍ମୃତିରେଖା ନାୟକ ପୂର୍ବ ବୈଠକର ବିବରଣୀ ଉପସ୍ଥାପନ କରିଥିଲେ । ଏବିଡିଓ କାଳୁଚରଣ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ବ୍ଯୁରୋ ରିପୋର୍ଟ ଜିଟିଭି ଭାରତ ଓଡିଆ

54
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter