• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

08-Nov-2025

ବିଜୁ ପଟ୍ଟନାୟକ ଅଡିଟୋରୀୟମ ରାୟଗଡ ଠାରେ ଜିଲ୍ଲାସ୍ତରୟ ମାଣ୍ଡିଆ ଦିବସ ୨୦୨୫ ପାଳିତ

ରାୟଗଡ(ପିଆର)ତା -୦୭.୧୧.୨୦୨୫ରିଖ ରାୟଗଡ ଜିଲ୍ଲାର ସଦର ମହକୁମା ବିଜୁ ପଟ୍ଟନାୟକ ଅଡିଟୋରୀୟମ ଠାରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ୨୦୨୫ ମହା ଆଡ଼ମ୍ବରରେ ପାଳନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକଙ୍କ ସଭାପତିତ୍ବରେ ଓ ସହକାରୀ ବୈଷୟିକ ପରିଚାଳକ କୃଷି ବିଭାଗ ମୁନିଗୁଡା ଉତ୍ତମ କୁମାର ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଭାପତି ଜିଲ୍ଲା ପରିଷଦ ରାୟଗଡ ସୁଶ୍ରୀ ସରସ୍ଵତି ମାଝୀ ଯୋଗଦେଇ ସମସ୍ତକୁ ଉତ୍ସାହିତ ଓ ଅନୁପ୍ରାଣିତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନୀତ ଅତିଥି ଭାବରେ ମାନ୍ୟବର ସାଂସଦ କୋରାପୁଟ ଙ୍କ ପ୍ରତିନିଧି ଶ୍ରୀଯୁକ୍ତ ସୁଧୀର ଚନ୍ଦ୍ର ପଣ୍ଡା,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏସ୍ . କେ. ଏହେସାନ, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡକ୍ଟର ମୃଣ୍ମୟ କୁମାର ପଣ୍ଡା, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ବିଭାଗ ଶ୍ରୀଯୁକ୍ତ ଦାମୋଦର ପାଣିଗ୍ରାହୀ ,କୃଷି ଜିଲ୍ଲା ଅଧିକାରୀ ଗୁଣୁପୁର ଶ୍ରୀଯୁକ୍ତ ଦିବ୍ୟ ସ୍ୱରୂପ ପଣ୍ଡା, ଏ. ଡି.ପି .ହେଚ . ଓ. ଏଫ୍.ଦବ୍ଲ୍ୟା ଡକ୍ଟର ମମତା ପ୍ରଧାନ, ସହକାରୀ ଯନ୍ତ୍ରୀ ସରୋଜିନୀ ବାଗ ,ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀଯୁକ୍ତ ବସନ୍ତ କୁମାର ପ୍ରଧାନ ,ସହକାରୀ ମତ୍ସ୍ୟ ଅଧିକାରୀ ସୁଶ୍ରୀ ପ୍ରିତିସ ନନ୍ଦା ପଟ୍ଟନାୟକ, ପ୍ରକଳ୍ପ ପ୍ରଶାସକ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟର ସେକ୍ସନ ଅଧିକାରୀ ଡି ବି ଏସ ରାଓ ,ସହକାରୀ ଜଙ୍ଗଲ ସଂରକ୍ଷକ ଶ୍ରିଯୁକ୍ତ ଅଶୋକ କୁମାର ପ୍ରଧାନ,ଜିଲ୍ଲା ପ୍ରକଳ୍ପ ପରିଚାଳକ  ଓଡ଼ିଶା ଜୀବିକା ମିଶନ ଶ୍ରୀଯୁକ୍ତ  ଶଙ୍କର ଚାଲାଣ ଓ ଜିଲ୍ଲା ସଂଯୋଜକ ଶ୍ରୀ ଅନ୍ନ ଅଭିଯାନ ଶିଳାଭଦ୍ର ଦିଗାଲ ପ୍ରମୁଖ ଅଧିକାରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ର ଲକ୍ଷ୍ୟ ଓ ଉଦ୍ଧେଶ୍ୟ ବିସୟରେ ସୂଚନା ଦେଇଥିଲେ ।ଏଥି ସହିତ ସଫଳ ସହଯୋଗୀ ଅନୁଷ୍ଠାନ, କୃଷକ ଉତ୍ପାଦକ ସଂଗଠକ,ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ,ସଫଳ ଷ୍ଟଲ୍ ସହ ସାଧାରଣ ଜ୍ଞାନ ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଓ ଛାତ୍ରୀ ଙ୍କୁ ଅତିଥିଙ୍କ ଦ୍ଵାରା ପୁଷ୍ପଗୁଚ୍ଛ,ଉପଢୌକନ, ପ୍ରମାଣ ପତ୍ର ସହ ଅଙ୍ଗ ବସ୍ତ୍ର ଦେଇ ସମ୍ମାନୀତ କରାଯାଇଥିଲା। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ନିଜର ସ୍ଵାଗତ ଅଭିଭାଷଣରେ ଶ୍ରୀ ଅନ୍ନ ଅଭିଯାନ ମାଧ୍ଯମରେ ୩୦ଟି ଜିଲ୍ଲାରେ ୧୭୭ଟି ବ୍ଲକରେ ,୨୮୮୪ ଗ୍ରାମ ପଞ୍ଚାୟତ ସହ ୧୪୮୪୧ ଗ୍ରାମ ଓ ୨୪୩୨୫୬ଜଣ ଚାଷୀ ଏହି ମାଣ୍ଡିଆ ଚାଷ ରେ ଉପକୃତ ହେଉଛନ୍ତି ବୋଲି କହିଥିଲେ। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ନିଜର ଅଭିଭାଷଣ ରେ ଚଳିତ ବର୍ଷ ର ଥିମ୍ କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣ ରେ ନାରୀମାନଙ୍କ ଭୂମିକା ଥିବା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ ।ବିଶେଷ ଭାବରେ ଶ୍ରୀ ଅନ୍ନ ଅଭିଯାନ ସହ ଜଡ଼ିତ କାର୍ଯକାରୀ ଅନୁଷ୍ଠାନ ଗୁଣୁପୁର ର ଆଶା,ରାୟଗଡ ର ଓ.ପି.ଡି.ଏସି, କାଶିପୁର ର ଅଗ୍ରଗାମୀ, ଚନ୍ଦ୍ରପୁର ର ପ୍ରଭାତ ଙ୍କ ଦ୍ଵାରା ମାଣ୍ଡିଆ ପ୍ରସ୍ତୁତ କେକ୍ ଅତିଥି ଙ୍କ ଦ୍ଵାରା କଟା ଯାଇଥିଲା । ଫୁଡ୍ ଷ୍ଟଲ୍ ରେ ମାଣ୍ଡିଆ ତିଆରି ସୁନ୍ଦର ଓ ସୁସ୍ୱାଦୁକର ଖାଦ୍ୟ ଚାଷୀ ଭାଇ ମାନେ ଓ ଅତିଥିମାନେ ଗ୍ରହଣ କରିଥିଲେ। ସଭାସାଙ୍ଗ ପରେ ଅତିଥି ମାନଙ୍କ ଦ୍ଵାରା ଷ୍ଟଲ୍  ଓ ମାଣ୍ଡିଆ ରଥ ଉଦ୍ଘାଟିତ ହୋଇଥିଲା। ଦ୍ୱିତୀୟ ଅଧିବେଶନରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅତିଥି ତଥା ଚାଷୀ ଭାଇ ଓ ଭଉଣୀମାନଙ୍କୁ ମନ୍ତ୍ର ମୁଗ୍ଧ କରିଥିଲା ।ଶେଷରେ କୃଷି ଜିଲ୍ଲା ଅଧିକାରୀ ଗୁଣୁପୁର ଅତି ସୁନ୍ଦର ଭାବରେ ସମସ୍ତଙ୍କ ଉଦ୍ଧେଶ୍ୟରେ ଧନ୍ୟବାଦ ଅର୍ପଣ କରିଥିଲେ।

68
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter