• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

05-Dec-2025

ଲୋକମହୋତ୍ସବ ଚଇତି -୨୦୨୫ର ସ୍ମରଣିକା ଓ କ୍ରୀଡା ଉପସମିତିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାୟଗଡ(ପିଆର), ତା. ୫/୧୧ ରିଖ, ରାୟଗଡ ଲୋକମହୋତ୍ସବ ଚଇତି -୨୦୨୫ର  ସ୍ମରଣିକା ଓ ରାତ୍ରି ରହଣି ବ୍ୟବସ୍ଥା ନିମନ୍ତେ ଉପ ସମିତି ବୈଠକ  ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ଅପରାହ୍ନ ୪ ଘଟିକା ସମୟରେ ଅନୁ୍ଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ରାୟଗଡ ରମେଶ କୁମାର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭଜନଲାଲ 
ମାଝୀ, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୁଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଡ: ଦୁଷ୍ମନ୍ତ କୁମାର ମହାନ୍ତି, କୈଳାସଚନ୍ଦ୍ର ସ୍ବାଇଁ ସମେତ ମାନ୍ଯଗଣ୍ଯ ସାହିତ୍ୟିକ ଓ କମିଟି ସଦସ୍ଯ ଉପସ୍ଥିତ ଥିଲେ । ଓଡିଆ,  ହିନ୍ଦି, ତେଲୁଗୁ ଓ ଇଂରାଜୀ ଭାଷାରେ ଲେଖା ଆହ୍ବାନ କରାଯିବ |
। ଡିସେମ୍ବର ୧୬ ତାରିଖ ସୁଦ୍ଧା ଲେଖାଗୁଡିକ ପହଞ୍ଚିଲେ ଠିକ ସମୟରେ ସ୍ମରଣିକା ପ୍ରକାଶ ପାଇପାରିବ ବୋଲି ସ୍ଥିର କରାଗଲା । ଲେଖାଗୁଡିକ ପ୍ରକୃତି ଓ ରାୟଗଡ ରୀତିନୀତି, ଚାଲିଚଳନ, ସରକାରୀ ଯୋଜନା ସମ୍ପର୍କିତ ହେବା ବିଧେୟ ବୋଲି ସ୍ଥିର ହୋଇଥିଲା । ସେହିପରି ଆଇଟିଡିଏ ସଦଭାବନା କକ୍ଷରେ କ୍ରିଡା ଉପକମିଟି ବୈଠକ ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ବସନ୍ତକୁମାର ପ୍ରଧାନ, ଜିଲ୍ଲା କ୍ରିଡା ଅଧିକାରୀ ସେଖ ଅଲ୍ଲୀନୂର, ଏନସିସି ଅଧିକାରୀ ରିତାରାଣୀ ମିଶ୍ର, ସୁଜାତା ମାଦଳା ସମେତ ସମସ୍ତ ସଦସ୍ଯ ଓ କ୍ରୀଡାବିଦ ପ୍ରତିଯୋଗିତା ପାଇଁ ତାରିଖ ଧାର୍ଯ୍ଯ କରାଯାଇଥିଲା । ପାୱାର ଲିଫ୍ଟ୍, ୱେଟ ଲିଫ୍ଟ୍, ବଡି ବିଲ୍ଡିଂ,  ବାସ୍କେଟବଲ, ବେଡ ମିଣ୍ଟନ, ମାରାଥନ, ପୁରୁଷ, ମହିଳା ଓ ତୃତୀୟଲିଙ୍ଗଙ୍କ କବାଡି, ଭଲିବଲ, ୱାକେଥନ, ଟ୍ରାଇ ସାଇକେଲ, ସ୍ଲୋ ସାଇକେଲ, ଭଲିବଲ ଆଦି କ୍ରିଡା ପ୍ରତିଯୋଗିତା ଆୟୋଜନ ନିମନ୍ତେ ନିଷ୍ପତ୍ତି ହୋଇଥିଲା । ଆସନ୍ତା ୧୦ ତାରିଖ ଠାରୁ ପ୍ରତିଯୋଗିତାମାନ ଆୟୋଜିତ ହେବ ବୋଲି ସ୍ଥିରୀକୃତ ହେଲା ।

76
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter