• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ସହର

10-Mar-2026

ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ମୁନିଗୁଡା/ରାୟଗଡ(ପିଆର)ତା.୦୯-୦୩-୨୦୨୬ରିଖ ଦିନ ମୁନିଗୁଡା ବ୍ଲକ  ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ, ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ,  ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ।   ଆଜି ମୋଟ ୭୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ  ୫୭ ଟି ବ୍ୟକ୍ତିଗତ, ୧୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ରେଡ଼କ୍ରସ ପାଣ୍ଠିରୁ ଜଣକା ୨୦ ହଜାର ହିସାବରେ ତିନି ଜଣଙ୍କୁ ୬୦ହଜାର, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦୁଇ ଜଣଙ୍କୁ ୪୦ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ,  ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ  ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତିଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁନିଗୁଡା ତହସିଲଦାର ଏମ ଅନୁରାଧା, ମୁନିଗୁଡା ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।

76
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ରାଜ୍ୟସଭା ନିର୍ବାଚନରେ ସାମ୍ବିଧା..

ଜିଲ୍ଲା

ଓଡ଼ିଆ ପକ୍ଷ ପାଳନ ଅବସରରେ ବନ୍ଦନୀ..

ସହର

କଲ୍ୟାଣସିଂହପୁର ବ୍ଲକ୍ କାର୍ଯ୍ୟା..

ଗ୍ରାମୀଣ

ଓଡ଼ିଶାର ଗ୍ରାମାଞ୍ଚଳରେ ଉନ୍ନତ ଚି..

ଜାତୀୟ

୧୩୭ ବିଏନ ସିଆରପିଏଫ "ବତନ କୋ ଜାନୋ-..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter