• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

23-Mar-2026

ରାୟଗଡା ସ୍ୱାୟଂଶାସିତ ମହାବିଦ୍ୟାଳୟ ରେ ମାନସିକ ସ୍ୱାସ୍ଥ୍ୟ ପାଇଁ ଯୋଗ, ଧ୍ୟାନ, କର୍ମଶାଳା।

ରାୟଗଡା ସ୍ୱାୟଂଶାସିତ ମହାବିଦ୍ୟାଳୟ ରେ ମାନସିକ ସ୍ୱାସ୍ଥ୍ୟ ପାଇଁ ଯୋଗ, ଧ୍ୟାନ, କର୍ମଶାଳା।
ରାୟଗଡ଼(ପିଆର)ତା -୨୨-୩-୨୦୨୬ରିଖ ରାୟଗଡ ସ୍ୱୟଂଶାସିତ ମହାବିଦ୍ୟାଳୟର ସୁବର୍ଣ୍ଣଜୁବୁଲି ସମ୍ମିଳନୀ କକ୍ଷରେ ସାତଦିନ ବ୍ୟାପି ଚାଲିଥିବା ମାନସିକ ସ୍ୱାସ୍ଥ୍ୟ ପାଇଁ ଯୋଗ ଓ଼ ଧ୍ୟାନ କର୍ମଶାଳା ଆଜି ଉଦଯାପିତ ହୋଇଯାଇଛି। ଏହି କର୍ମଶାଳା ଶକ୍ତିଶ୍ରୀ ସଶକ୍ତିକରଣ କୋଷ ତରଫରୁ ଆୟୋଜିତ ହୋଇଥିଲା, ସଂଯୋଜିକା ଡ. ଲିଜାରାଣୀ ଶତପଥି ଙ୍କ ପ୍ରଚେଷ୍ଟାରେ। ପ୍ରତିଦିନ ଛାତ୍ରୀଛାତ୍ରଙ୍କୁ ଏକ ଘଣ୍ଟା ଧରି ଆସନ, ପ୍ରାଣାୟାମ, ଧ୍ୟାନ ସହ ବିଭିନ୍ନ ମନସ୍ତାତ୍ଵିକ ପ୍ରକ୍ରିୟାର ପ୍ରଶିକ୍ଷଣ ଦିଆଯାଉଥିଲା। ଏଥିରେ ବିଶେଷଜ୍ଞ ଭାବରେ ଯୋଗ ଦେଇଥିଲେ ଆର୍ଟ ଅଫ ଲିଭିଂ ପ୍ରଶିକ୍ଷିକା ଜି. ପଦ୍ମାବତୀ କର।ଅଧ୍ୟକ୍ଷା ଡ଼. ସରସ୍ବତୀ ରାୟ କର୍ମଶାଳାର ପ୍ରତ୍ୟେକ ଅଧିବେଶନରେ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ମାନସିକ ଚାପ ଓ ଉଦବେଗରୁ ମୁକ୍ତ ରହିବାର ଏକମାତ୍ର ଅସ୍ତ୍ର ଯୋଗ, ଧ୍ୟାନ ବୋଲି ଦର୍ଶାଇ ଥିଲେ।ଉଦଯାପନୀ ଉତ୍ସବରେ ସମସ୍ତ ସହାଭାଗୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ସହାଭାଗୀ ମାନେ ନିଜର ସାତଦିନର ଅନୁଭବ ବାଣ୍ଟିଥିଲେ ଯାହାକି ଖୁଵ ଚମତ୍କାର ଥିଲା। କର୍ମଶାଳା ଆୟୋଜନରେ ଡ. ଲିଜାରାଣୀଙ୍କୁ ସାହାଯ୍ୟ କରିଥିଲେ ଶକ୍ତିଶ୍ରୀ ସାଥି ପ୍ରଗତି, ମୈତ୍ରୀ, ଚୁମକି, ସୁଶାନ୍ତ ଓ ଅନ୍ୟମାନେ।କର୍ମଶାଳାରେ ଉପସ୍ଥିତ ରହି ଏହାକୁ ସଫଳ କରିବାରେ ସାହାଯ୍ୟ କରିଥିଲେ ଭବେଶ ମହାନ୍ତି, ସୁବ୍ରତ ପ୍ରଧାନ, ଲେଫ୍ଟନାଣ୍ଟ ଉଦୟ ନାୟକ, ରମେଶ ହୁଇକା, ପ୍ରିୟଦର୍ଶିନୀ ବଳ, ପ୍ରତିମା ପତି ଏବଂ ସାଗରୀକା ସାହୁ।

22
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ରାଜ୍ୟସଭା ନିର୍ବାଚନରେ ସାମ୍ବିଧା..

ଜିଲ୍ଲା

ଓଡ଼ିଆ ପକ୍ଷ ପାଳନ ଅବସରରେ ବନ୍ଦନୀ..

ସହର

କଲ୍ୟାଣସିଂହପୁର ବ୍ଲକ୍ କାର୍ଯ୍ୟା..

ଗ୍ରାମୀଣ

ଓଡ଼ିଶାର ଗ୍ରାମାଞ୍ଚଳରେ ଉନ୍ନତ ଚି..

ଜାତୀୟ

୧୩୭ ବିଏନ ସିଆରପିଏଫ "ବତନ କୋ ଜାନୋ-..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter