• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଗ୍ରାମୀଣ

21-Apr-2026

କୋଲନରା ବ୍ଲକ ଠାରେ ଜିଲ୍ଲାପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାୟଗଡ(ପିଆର), ତା: ୨୦.୦୪.୨୦୨୬ରିଖ ଦିନ ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲନାରା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୋସନାର ବର୍ଲା , ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ବି ସରୋଜିନୀ ଦେବି, ଜିଲ୍ଲା ଶିକ୍ଷା ଅଧିକାରୀ ଭଜନଲାଲ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୧୦ ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୭ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ବିଶେଷକରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା, ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶୁଣାଣି ଶିବିରରେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ସମାଧାନ କରିଥିଲେ। ଶିବିରରେ କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ରୀନା ପ୍ରଧାନ, ତହସିଲଦାର ଭବାନୀ ଶଙ୍କର ମିଶ୍ର, ସହକାରୀ ଜିଲ୍ଲାପାଳ ଶିବ ପ୍ରସାଦ ସାହୁ ପ୍ରମୁଖ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ।

46
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ବିଶ୍ଵ କଳା ଦିବସରେ ବୃହତ୍ ଚିତ୍ରର..

ଜିଲ୍ଲା

ସେଞ୍ଚୁରିଆନ ପବ୍ଲିକ୍ ସ୍କୁଲର ସି..

ସହର

କଲ୍ୟାଣସିଂହପୁର ବ୍ଲକ୍ କାର୍ଯ୍ୟା..

ଗ୍ରାମୀଣ

କୋଲନରା ବ୍ଲକ ଠାରେ ଜିଲ୍ଲାପ୍ରଶା..

ଜାତୀୟ

୧୩୭ ବିଏନ ସିଆରପିଏଫ "ବତନ କୋ ଜାନୋ-..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter