• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

09-May-2026

ରାଷ୍ଟ୍ରୀୟ ଲୋକଅଦାଲତ ରାୟଗଡ଼ ଜିଲ୍ଲାରେ ୨୫,୨୭୮ ମାମଲାର ସେଟେଲମେଣ୍ଟ

ରାୟଗଡ(ପିଆର)ତା. ୦୯/୦୫/୨୬ରିଖ ରାୟଗଡରେ ରାଷ୍ଟ୍ରୀୟ ଲୋକଅଦାଲତ ରେ ୨୫,୨୭୮ ଟି ମାମଲା  ଫଇସଲା  ହୋଇ ସେଟେଲମେଣ୍ଟ ବାବଦକୁ ୨୪,୮୩,୫୯୪ ଟଙ୍କା ଆଦାୟ ହୋଇଅଛି। ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଦ୍ୱିତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତରେ ଦୀର୍ଘ ଦିନ ଧରି ପଡିରହିଥିବା ୩୫ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୧୮,୪୩,୬୪୧/-(ଅଠର ଲକ୍ଷ ତେୟାଳିସ ହଜାର ଛଅ ସହ ଏକଚାଳିସ୍ ଟଙ୍କା) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୨୫,୦୭୯ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୬୪ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୬,୩୯,୯୫୩/-(ଛଅ ଲକ୍ଷ ଅଣଚାଲିସ ହଜାର ନଅସହ ତେପନ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଏଥିରେ ଅତିରିକ୍ତ ଜିଲ୍ଲା ଦୌରା ଜଜ୍(ପୋକ୍ସ) ଶ୍ରୀ ସଞ୍ଜିତ୍ କୁମାର ବେହେରା,  ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଆଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ମହିଳା କୋଟର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ଏସ୍.ଡି.ଜେ.ମ୍ ଶ୍ରୀମତି ସୁଦେସ୍ନା ପଟ୍ଟନାଏକ, ଗ୍ରାମ ନ୍ୟାୟଧିକାରୀ ଶ୍ରୀମତି ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ଏସ୍.ଆର ତୋସାଲି ଏବଂ ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ବ୍ରଜ ସୁନ୍ଦର ନାଏକ, ସଚିବ ରମେଶ ଚନ୍ଦ୍ର ପାଢୀ ଓ ଅନ୍ୟ ଆଇନଜୀବି ଶ୍ରୀ ମଦନ ମୋହନ ପାଢୀ, ଶ୍ରୀ ମଙ୍ଗଲମୂର୍ତ୍ତି ବେଉରିଆ, ଶ୍ରୀ ଜଗଦିସ ପଣ୍ଡା, ଶ୍ରୀ ନବ କୁମାର କାଣ୍ଟା, ଶ୍ରୀ ବିଶ୍ୱନାଥ ଗନ୍ତାୟତ, ଶ୍ରୀ ବାବୁ ରାଜଗୁରୁ, ଶ୍ରୀ ସୀତାରାମ ପଣ୍ଡା, ଶ୍ରୀ ଦେବରାଜ ନାଏକ, ଶ୍ରୀମତି ଭାରତି ତ୍ରିପାଠି ଓ ଅନ୍ୟ ଆଇନଜୀବି ପ୍ରମୁଖ ବିଭିନ୍ନ ଅଦାଲତ ପରିସରରେ ଅନୁଷ୍ଠିତ ହେଇଥିବା ବେଞ୍ଛରେ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ରାଜସ୍ୱ ବିଭାଗ ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ  କରିଛନ୍ତି l

205
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ସୌରା ଭାଷାରେ ସ୍ୱତନ୍ତ୍ର ସଘନ ସଂଶ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବ..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter