• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

27-May-2026

ସ୍ୱତନ୍ତ୍ର ସଘନ ସଂଶୋଧନ ନିମନ୍ତେ ତାଲିମ ଅନୁଷ୍ଠିତ

ରାୟଗଡ଼(ପିଆର), ତା 26.5.2026 ରିଖ ରାୟଗଡ଼ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀଯୁକ୍ତ ଆଶୁତୋଷ କୁଳକର୍ଣି, ଭା ପ୍ର ସେ ଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡ଼ ବ୍ଲକ ପରିସରରେ ସ୍ୱତନ୍ତ୍ର ସଘନ ସଂଶୋଧନ - ଏସ ଆଇ ଆର ନିମନ୍ତେ ବୁଥ ସ୍ତରୀୟ ଅଧିକାରୀ ଓ ସୂପରଭାଇଜରଙ୍କ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉପଜିଲ୍ଲାପାଳ ରମେଶ କୁମାର ଜେନା, ବିଡିଓ ରାୟଗଡ଼ ସୁଜିତ କୁମାର ମିଶ୍ର, ସହକାରୀ ଜିଲ୍ଲାପାଳ କୈଳାଶ ଚନ୍ଦ୍ର  ସ୍ୱାଇଁ, ଏବିଡିଓ କାଳୁ ଚରଣ ନାୟକ, ଜିପିଡିଓ  ସ୍ମୃତିରେଖା ନାୟକ ଓ ସମ୍ବଳ ଶିକ୍ଷକ ନିଳାଞ୍ଚଳ ମିଶ୍ର ପ୍ରମୁଖ ପ୍ରୋଜେକ୍ଟର ମାଧ୍ୟମରେ ତାଲିମ ପ୍ରଦାନ କରିଥିଲେ। ରାୟଗଡ଼ ବ୍ଲକର ସମସ୍ତ ଏକଶହ ଚଉଦ ଜଣ ବୁଥ ସ୍ତରୀୟ ଅଧିକାରୀ ଓ ସୂପରଭାଇଜର ଏଥିରେ ଅଂଶ ଗ୍ରହଣ କରିଥିଲେ । 
       ଏକ ତ୍ରୁଟିଶୂନ୍ୟ ଓ ସୁସ୍ଥ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଏହି ସ୍ୱତନ୍ତ୍ର ସଂଶୋଧନ ଅନୁଷ୍ଠିତ। ସମସ୍ତ ଯୋଗ୍ୟ ଭୋଟର ଯେପରି ବାଦ୍ ନପଡ଼ିବେ ଏବଂ ଅଯୋଗ୍ୟ ଭୋଟରଙ୍କୁ ଚିହ୍ନଟ କରିବା ନିମନ୍ତେ ଏହି ସ୍ୱତନ୍ତ୍ର ସଘନ ସଂଶୋଧନ ଅନୁଷ୍ଠିତ ହେଉଥିବା ଉପଜିଲ୍ଲାପାଳ ଶ୍ରୀ ଜେନା କହିଛନ୍ତି। ଆସନ୍ତା ମେ ମାସ ତିରିଶ ତାରିଖ ଠାରୁ ଜୁନ ଅଠେଇଶି ମଧ୍ୟରେ ବୁଥ ସ୍ତରୀୟ ଅଧିକାରୀ ଘରକୁ ଘର ବୁଲି ସର୍ଭେ କରି ସେମାନଙ୍କ ତଥ୍ୟ ଯାଞ୍ଚ କରିବାସହ ନୂତନ ଭୋଟରଙ୍କ ନାମ ଯୋଗ, ଅଯୋଗ୍ୟ ଭୋଟରଙ୍କୁ ବାଦ୍  ନିମନ୍ତେ ଚିହ୍ନଟ କରିବେ  ଏବଂ ଭୋଟରଙ୍କ ଆବଶ୍ୟକ ତଥ୍ୟ ସଂଶୋଧନ କାର୍ଯ୍ୟ ମଧ୍ୟ ଜାରି ରହିବ। ଯେଉଁ ଭୋଟର ନିଜର ପରିଗଣନା ଫର୍ମ ବିଏଲଓଙ୍କୁ ଦାଖଲ କରିବେ ନାହିଁ, ସେମାନଙ୍କ ନାମ ଚିଠା ଭୋଟର ତାଲିକାରେ ସ୍ଥାନ ପାଇବ ନାହିଁ। ଆସନ୍ତା ଜୁଲାଇ ପାଞ୍ଚ ତାରିଖ ଦିନ ଚିଠା ଭୋଟର ତାଲିକା ପ୍ରକାଶ ପାଇବା ନିମନ୍ତେ ଦିନ ଧାର୍ଯ୍ୟ ହୋଇଥିବା ଡେପୁଟି କଲେକ୍ଟର ମାନୁଇଲା ପ୍ରିୟଦର୍ଶିନୀ ଅବଗତ କରିଛନ୍ତି। ସହକାରୀ ଜିଲ୍ଲାପାଳ ବିଚିତ୍ରା ସେଠୀଙ୍କ ତତ୍ୱାବଧାନରେ ମଙ୍ଗଳବାର ଦିନ ରାୟଗଡ଼ ବିଧାନସଭା ମଣ୍ଡଳୀର ରାୟଗଡ଼ ଓ କାଶୀପୁର ବ୍ଲକ୍ ତଥା ରାୟଗଡ଼ ପୌରାଞ୍ଚଳରେ ପରିଗଣନା ଫର୍ମମାନ ପହଞ୍ଚିଥିଲା । ସହକାରୀ ଜିଲ୍ଲାପାଳ କୈଳାଶ ଚନ୍ଦ୍ର ସ୍ୱାଇଁ ସମସ୍ତ ବୁଥ ସ୍ତରୀୟ ଅଧିକାରୀଙ୍କୁ ଫର୍ମ ଗୁଡିକର ବଣ୍ଟନର ଦାୟୀତ୍ୱ ନେଇଥିଲେ ।
   ଶେଷରେ ସୁସ୍ଥ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆରମ୍ଭ ହୋଇଥିବା ପ୍ରକ୍ରିୟାରେ ସମସ୍ତ ଜନସାଧାରଣ, ନିର୍ବାଚିତ ପ୍ରତିନିଧି ଏବଂ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ବୁଥ ସ୍ତରୀୟ ଏଜେଣ୍ଟ ମାଧ୍ୟମରେ ସଂପୂର୍ଣ୍ଣ ସହଯୋଗ ପ୍ରଦାନ ପାଇଁ ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା ଅପିଲ କରିଛନ୍ତି।

 

14
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ସୌରା ଭାଷାରେ ସ୍ୱତନ୍ତ୍ର ସଘନ ସଂଶ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବ..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter