ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ଅଶୋକ ଭୋଇ, ରାଜ୍ଯ ପ୍ରଦୂଷଣ ବୋର୍ଡ, ରାୟଗଡ଼ା ଶାଖା ର ଆଞ୍ଚଳିକ ଅଧିକାରୀ ଓ ଶ୍ରୀ ପ୍ରଭୁଦେବ ବେହେରା,  ସହକାରୀ ଯନ୍ତ୍ରୀ, ରାଜ୍ଯ ପ୍ରଦୂଷଣ ବୋର୍ଡ, ରାୟଗଡ଼ା ଶାଖା ଓ କାଗଜ କଳ ର ଏମ୍ ଆର୍ କେ ରାୟ, ବରିଷ୍ଠ ମହା ପ୍ରବନ୍ଧକ (ମେକାନିକାଳ) ଓ ବରିଷ୍ଠ ଅଧିକାରୀ ମାନେ ଯୋଗଦାନ କରିଥିଲେ। ଶ୍ରୀ ସତ୍ୟଜିତ ମହାନ୍ତି, ମହାପ୍ରବନ୍ଧକ (ପରିବେଶ, ସୁରକ୍ଷା ଓ ସ୍ୱାସ୍ଥ୍ୟ)  ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରିବେଶ ନିୟନ୍ତ୍ରଣ ଓ ସୁରକ୍ଷା ବିଭାଗ ର ଅଧିକାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

" />