• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

06-Jun-2026

ବନବିଭାଗ ପକ୍ଷରୁ ୫୩ତମ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ବୃକ୍ଷରୋପଣ ଓ ସମ୍ବର୍ଦ୍ଧନା ସଭା

ରାୟଗଡ(ପିଆର),ତା ୦୫.୦୬. ୨୦୨୬ ରିଖ ସ୍ଥାନୀୟ ଅଡୁଗୁଡା ସହରାଞ୍ଚଳ ବନୀକରଣ ୨୦୨୬-୨୭ ସ୍ଥଳରେ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶ୍ରୀ ରାଜ ପ୍ରସାଦ ଜିଲ୍ଲା ଆରକ୍ଷୀ ଅଧିକାରୀ ରାୟଗଡ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ ଏବଂ BJP ଦଳର କର୍ମକର୍ତ୍ତାଙ୍କ ସହ ବନଖଣ୍ଡ ଅଧିକାରୀ ଶ୍ରୀ ଆନ୍ନା ସାହେବ ଓହୋଲ, ବନସଂରକ୍ଷକ ଶ୍ରୀ ଅଶୋକ କୁମାର ପ୍ରଧାନ,ବନସଂରକ୍ଷକ ଶ୍ରୀ ସନ୍ଦୀପ କୁମାର ପୃଷ୍ଟି,ବନସଂରକ୍ଷକ ଶ୍ରୀ ସତୀଶ କୁମାର ଧାରୁଆ ବ୍ୟତୀତ ବିଭାଗର ସମସ୍ତ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟ ସଫଳ କରିଥିଲେ। ତତ ପରେ ବନଖଣ୍ଡ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ପୁରସ୍କାର ବିତରଣ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ ଟି ଗୌରୀ ରାୟଗଡା, ଶ୍ରୀ ନିଗମାନନ୍ଦ ପାଣିଗ୍ରାହୀ ଉକୁମ୍ବା, ଶ୍ରୀ ସୁନ୍ଦରସିଂ ମାଝୀ ବିଷମ କଟକ, ଶ୍ରୀ ଶୁଭମ କୁମାର ରାଉତ ଟିକିରି ପ୍ରକୃତି ବନ୍ଧୁ ଭାବେ ପୁରସ୍କୃତ କରାଯାଇଥିବାବେଳେ ପ୍ରଧାନ ଶିକ୍ଷକ ତାଡ଼ମା ଉଚ୍ଚ ସରକାରୀ ବିଦ୍ୟାଳୟ,ପ୍ରଧାନ ଶିକ୍ଷକ ଉକୁମ୍ବା ଉଚ୍ଚ ସରକାରୀ ବିଦ୍ୟାଳୟ,ପ୍ରଧାନ ଶିକ୍ଷକ ବିଷମ କଟକ ଉଚ୍ଚ ସରକାରୀ ବିଦ୍ୟାଳୟଙ୍କୁ ପ୍ରକୃତି ମିତ୍ର ଭାବେ ପୁରସ୍କୃତ କରାଯାଇଥିଲା।
ଏହା ସହ ବନ୍ୟପ୍ରାଣୀ ସୁରକ୍ଷା କ୍ଷେତ୍ରରେ ଉଲେଖନୀୟ କାର୍ଯ୍ୟ ସକାଶେ ମଦନ ମୋହନ ପଣ୍ଡା ରାଜସ୍ବ ନିରୀକ୍ଷକ ପଦ୍ମପୁର, ମାଝୀ ମହାପାତ୍ର ବନପାଳ, ଜୟଦେବ ଶବର ବନପାଳ, ସନ୍ତୋଷୀ ବାଗ ବନରକ୍ଷୀ, ରାଜକିଶୋର ନାଏକ ଅମିନ ପଦ୍ମପୁର ଏବଂ Ch. S. G. V Rao  APP ରାୟଗଡ଼ଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମଟିକୁ ଶ୍ରୀ ଅନିଲ କୁମାର ପାଣିଗ୍ରାହୀ ବନାଞ୍ଚଳ ଅଧିକାରୀ ରାୟଗଡ଼ ସୁଚାରୁରୂପେ ପରିଚାଳନା କରିଥିଲେ।

13
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ସୌରା ଭାଷାରେ ସ୍ୱତନ୍ତ୍ର ସଘନ ସଂଶ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବ..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter