• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଗ୍ରାମୀଣ

05-Jul-2026

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବାସୁଦେବ ହୋତା ସମ୍ବର୍ଦ୍ଧିତ

ରାୟଗଡ଼(ବ୍ଯୁରୋ), ତା ୪.୭.୨୦୨୬ରିଖ ରାୟଗଡ଼ ସଦର ବ୍ଲକ ଅନ୍ତର୍ଗତ କୁରୁମପେଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶନିବାର ଦିନ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଶିକ୍ଷକ ବାସୁଦେବ ହୋତାଙ୍କୁ ପେଣ୍ଟା କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କୁରୁମପେଟା ଗ୍ରାମବାସୀ ସମ୍ବର୍ଦ୍ଧିତ କରିଛନ୍ତି । ଏହାସହିତ ପୂର୍ବତନ ସି ଆର ସି ସି ଉମାଶଙ୍କର ପଣ୍ଡା ଓ ବଦଳି ହୋଇଥିବା ଶିକ୍ଷକ ବୀରକିଶୋର ସୀଠଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। 
ଆୟୋଜିତ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ରୂପେ ପ୍ରଧାନ ଶିକ୍ଷକ ବିଭୂତି ଭୂଷଣ ରଥ, ବରେଣ୍ୟ ଅତିଥିରୂପେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଜେନା, ଅବସରପ୍ରାପ୍ତ ଏବିଇଓ ସୁବ୍ରତ କୁମାର ବେହେରା, ବିଦ୍ୟାଳୟ ସଭାପତି କ୍ରିଷ୍ଟାମା ବିଡିକା, ଦେଓପୂର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମମତା କର, ପେଣ୍ଟା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ ଗୌଡ଼  ସ୍ଥାନୀୟ ସି ଆର ସି ସି ଭି ରମେଶ ଦାସ ଏବଂ ଶ୍ରୀ ଦାମୋଦର ହୋତା ପ୍ରମୁଖ ଯୋଗଦେଇଥିଲେ। ବରିଷ୍ଟ ଶିକ୍ଷକ ତଥା ଏୟୁପିଟିଏଫ ଜିଲ୍ଲା ପ୍ରାଥମିକ ଶିକ୍ଷକ  ସଂଘ ସମ୍ପାଦକ ନିଳାଞ୍ଚଳ ମିଶ୍ର ଏଥିରେ ସଭାପତିତ୍ୱ କରିଥିଲେ। 
   ମୁଖ୍ୟ ଅତିଥି ଓ ବରେଣ୍ୟ ଅତିଥି ବୃନ୍ଦ ଶ୍ରୀ ବାସୁଦେବ ହୋତାଙ୍କ ଶିଶୁ ସୁଲଭ ଗୁଣର ଉଚ୍ଚ ପ୍ରଶଂସା କରିବା ସହ ତାଙ୍କର ଆଗାମୀ ଜୀବନ ସୁଖମୟ ନିମନ୍ତେ କାମନା କରିଥିଲେ । ସଭାପତି ମିଶ୍ର ସରକାରଙ୍କ ଅବହେଳା ଯୋଗୁଁ ଶିକ୍ଷକ ବାସୁଦେବ ହୋତା ବିନା ପଦୋନ୍ନତିରେ ଅବସର ନେଇଥିବା କହି ଏଭଳି ଶହ ଶହ ଶିକ୍ଷକ ନିଜ ଅଧିକାରରୁ ବଞ୍ଚିତ ହୋଇଥିବା ପ୍ରକାଶ କରିଛନ୍ତି । ଶିକ୍ଷାର ବିକାଶ ନିମନ୍ତେ ସରକାର ପ୍ରଥମେ ଶିକ୍ଷକଙ୍କ ସ୍ୱାର୍ଥରକ୍ଷା ଦିଗରେ ଚିନ୍ତା କରନ୍ତୁ ବୋଲି କହିଛନ୍ତି।
କର୍ମଚାରୀଙ୍କୁ ତାଙ୍କ ହକ୍ ପ୍ରଦାନ କଲେ ସମସ୍ତ କାର୍ଯ୍ୟ ସହଜରେ ସମାପନ ହୋଇଥାଏ । ଅପରପକ୍ଷେ ଜଣେ ଉତ୍ତମ ଶିକ୍ଷକ ଶିଶୁଙ୍କ ପାଇଁ ଆଦର୍ଶ, ଏଣୁ  ପ୍ରଥମେ ନିଜ ଚରିତ୍ର ଉତ୍ତମ ରଖିବା ଆବଶ୍ୟକ । ଶ୍ରୀ ହୋତାଙ୍କ ଉତ୍ତମ ସ୍ୱଭାବ ଯୋଗୁଁ ସଭିଏଁ ପ୍ରଶଂସା କରିଥିବା ସେ କହିଥିଲେ । ଶେଷରେ ଅବସର ପ୍ରାପ୍ର୍ତ ଓ ବିଦାୟୀ ଶିକ୍ଷକଙ୍କୁ ମାନପତ୍ର, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରଧାନ ଶିକ୍ଷକ ଭାବେ ରଘୁନାଥ ସୁବୁଦ୍ଧି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ, ଶିକ୍ଷକ କାର୍ତ୍ତିକ ସାଉଁସିଆ ମଞ୍ଚ ପରିଚାଳନା କରିଥିଲେ ଓ  ପ୍ରଦୀପ କୁମାର ପରିଡ଼ା, ଧନଲକ୍ଷ୍ମି କୋଟେଶା, ସୁରେଶ ପଟ୍ଟନାୟକ ଓ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ପରେ ଶିକ୍ଷାର୍ଥୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

27
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ଗାନ୍ଧୀଜୀ ଟ୍ରଷ୍ଟ ପକ୍ଷରୁ ବାହୁଡ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବା..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter