• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

28-Jul-2026

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର

ରାୟଗଡ଼(ପିଆର), ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଦାମୋଦର ରଥ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ  ତା-୨୭.୦୭.୨୦୨୬ ରିଖ ସୋମବାର ଅପରାହ୍ନ ଘ.୩.୦୦ ମି ରେ ସ୍ଥାନୀୟ ପ୍ରସାଦ ଟେକ୍ନୋ ସ୍କୁଲ, ରାୟଗଡା ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତରଫରୁ “J.J.(CPC) Act & Right to Compulsory Act” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ  ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ପ୍ରସାଦ ଟେକ୍ନୋ ସ୍କୁଲ ର ଏକାଡେମିସିଆନ ଶ୍ରୀ ଅଶୋକ କୁମାର ମିଶ୍ର,  ଜିଲ୍ଲା ଆଇନ ସେବା ପ୍ରାଧିକରଣ ପାନେଲ ଓକିଲ ରିତେସ୍ କୁମାର ସାବତ, ପ୍ରଣ୍ଟ ଅଫିସ ରିଟେନର ତଥା ରିମାଣ୍ଡ ଆଡଭୋକେଟ ସୁକାନ୍ତ ଦାସ, ପ୍ରସାଦ ଟେକ୍ନୋ ସ୍କୁଲ, ରାୟଗଡା ର ଅଧ୍ୟକ୍ଷ  ଙ୍କ ସମେତ ସ୍କୁଲ ର ଶିକ୍ଷକ, ଛାତ୍ର ଛାତ୍ରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ J.J.(CPC) Act ଓ Right to Compulsory Education Act  ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ I ପରିଶେଷରେ ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏହି ଆଇନ ଉପରେ ଥିବା ସୁପ୍ରିମକୋଟ ର ଥିବା ବିଭିନ୍ନ ଜଜମେଣ୍ଟ ଉପରେ ଅଶଗ୍ରହଣକାରୀମାନଙ୍କୁ ଧାରଣା ଦେଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ପ୍ରସାଦ ଟେକ୍ନୋ ସ୍କୁଲ ର ଛାତ୍ର ଛାତ୍ରୀ  ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

4
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱା..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବା..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter