• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

01-Sep-2026

ଡମ୍ପିଂ ୟାର୍ଡରେ ଲିଗାସି ବର୍ଜ୍ୟବସ୍ତୁର ବାୟୋ-ମାଇନିଂ କାର୍ଯ୍ୟର ଶୁଭାରମ୍ଭ

ରାୟଗଡ଼, ୦୧ ସେପ୍ଟେମ୍ବର ୨୦୨୬:ରାୟଗଡ଼ ସହରକୁ ସ୍ୱଚ୍ଛ ଓ ପ୍ରଦୂଷଣମୁକ୍ତ କରିବା ଲକ୍ଷ୍ୟରେ ରାୟଗଡ଼ ପୌରପରିଷଦ ପକ୍ଷରୁ ମା’ ମଝିଘରିଆଣୀ ମନ୍ଦିର ନିକଟସ୍ଥ ପୁରୁଣା ଡମ୍ପସାଇଟ୍‌ରେ ଜମା ହୋଇ ରହିଥିବା ପୁରୁଣା ଆବର୍ଜନା (ଲିଗାସି ୱେଷ୍ଟ)ର ବାୟୋ-ମାଇନିଂ ପ୍ରକଳ୍ପ ଆଜି ପୂର୍ବାହ୍ନ ୧୧:୦୦ ଘଟିକା ସମୟରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ଏହି ପ୍ରକଲ୍ପର ନାମ : ମା’ ମଝିଘରିଆଣୀ ମନ୍ଦିର ନିକଟସ୍ଥ ଡମ୍ପସାଇଟ୍‌ରେ ଥିବା ଲିଗାସି ବର୍ଜ୍ୟବସ୍ତୁର ବାୟୋ-ମାଇନିଂ, ଏହାର ବିଜ୍ଞପ୍ତି ସଂଖ୍ୟା ଓ ତାରିଖ: ୮୯୮୮ ତା ୧୧.୦୯.୨୦୨୫, ଏହି କାର୍ଯ୍ୟ ପାଇଁ ମୋଟ ତିନି ଜଣ ଘରୋଇ ସଂସ୍ଥା ଆବେଦନ ପତ୍ର ଦାଖଲ କରିଥିଲେ ସେଥିମଧ୍ୟରୁ ଝନେଶ୍ୱର୍ ଇଞ୍ଜିନିୟରିଂ ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥାକୁ  ଉପଯୁକ୍ତ ପ୍ରକ୍ରିୟାରେ ମନୋନୀତ କରାଯାଇ ତା ୨୧.୪.୨୦୨୬ ରିଖରେ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା ।

ଏହି ଉଦ୍‌ଘାଟନୀ ଉତ୍ସବରେ ରାୟଗଡ଼ ଜିଲ୍ଲା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ପ୍ରକଳ୍ପର ଉଦ୍ଘାଟନ କରିଥିଲେ । ଏହି ଉଦ୍‌ଘାଟନୀ ଉତ୍ସବରେ ନଗର ଉନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରୀ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ,  ରାୟଗଡ଼ ପୌରପରିଷଦର ଅଧକ୍ଷ ଶ୍ରୀଯୁକ୍ତ ପି ମହେଶ ପଟନାୟକ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ କୁଲଦୀପ କୁମାର, ସମସ୍ତ ୱାର୍ଡ ପାରିଷଦ ବର୍ଗ ତଥା ପୌର କର୍ମଚାରି ମାନେ ଉପସ୍ଥିତ ଥିଲେ । ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବାୟୋ-ମାଇନିଂ କାର୍ଯ୍ୟର ଶୁଭାରମ୍ଭ କରିବା ସହ ଏଜେନ୍ସିକୁ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବାୟୋ-ମାଇନିଂ ପ୍ରକ୍ରିୟା ଦ୍ୱାରା ବର୍ଷ ବର୍ଷ ଧରି ଜମା ହୋଇ ରହିଥିବା ଆବର୍ଜନାର ବୈଜ୍ଞାନିକ ପଦ୍ଧତିରେ ପୃଥକୀକରଣ ଓ ପୁନଃଚକ୍ରଣ କରାଯାଇ ସମ୍ପୃକ୍ତ ଜମିକୁ ଆବର୍ଜନାମୁକ୍ତ କରାଯିବ। ଏହି ବାୟୋ-ମାଇନିଂ ପ୍ରକ୍ରିୟାରେ ପାଖାପାଖି  ମୋଟ ୬୦୦୦୦ ମେଟ୍ରିକ ଟନ  ପୁରୁଣା ଆବର୍ଜନା  ପରିଚାଳନା କରାଯିବ । ଏହି କାର୍ଯ୍ୟ ୪ ରୁ ୬ ମାସ ମଧ୍ୟରେ ସାରିବା ପାଇଁ ଉପୋରୋକ୍ତ ସଂସ୍ଥାକୁ ନିର୍ଦେଶ ଦିଆଯାଇଅଛି । ଏହି ପ୍ରକ୍ରିୟାରେ ବାହାରୁଥିବା ଆର.ଡି.ଏଫ ବର୍ଜ୍ୟ କୁ ସିମେଣ୍ଟ କାରଖାନାକୁ ପଠାଇ ଦିଆଯିବ ଏବଂ ଏଥିରୁ ବାହାରୁଥିବା ଓଦା ବର୍ଜ୍ୟ କୁ ଲ୍ୟାଣ୍ଡ ଫିଲିଙ୍ଗ ପାଇଁ ବ୍ୟବହାର କରାଯିବ । ଏହି କାର୍ଯ୍ୟ ସଫଳତାର ସହ ସମ୍ପାଦନ ହେବା ପରେ ପୁନଶ୍ଚ କୌଣସି ଡମ୍ପିଂ ୟାର୍ଡ ସୃଷ୍ଟି କରାନଯାଇ ସମସ୍ତ ବର୍ଜ୍ୟବସ୍ତୁ ସମ୍ପଦ କେନ୍ଦ୍ରରେ ପ୍ରକ୍ରିୟାକରଣ କରାଯିବ । ମଝିଘରିଆଣୀ ମନ୍ଦିର ନିକଟସ୍ଥ ପୁରୁଣା ଡମ୍ପସାଇଟ୍‌କୁ ପୁନଃ ବ୍ୟବହାର ଉପୋଯୋଗୀ କରାଯିବ ଏବଂ ଏହି ସ୍ଥାନକୁ ମା ମଝିଘରିଆଣୀ ମନ୍ଦିର ଶୋଭା ବର୍ଦ୍ଧନ ନିମିତ ପ୍ରକଳ୍ପ ପାଇଁ ବ୍ୟବହାର କରାଯିବ ବୋଲି ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ କୁଳଦୀପ କୁମାର ମତବ୍ୟକ୍ତ କରିଛନ୍ତି । ଏହାଦ୍ୱାରା ମନ୍ଦିର ଆଖପାଖ ପରିବେଶ ସ୍ୱଚ୍ଛ ରହିବା ସହ ସହରବାସୀ ଏକ ସୁସ୍ଥ ଓ ସୁନ୍ଦର ପରିବେଶ ପାଇପାରିବେ।

22
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ରାୟଗଡରେ ଜିଲ୍ଲାସ୍ତରୀୟ ଦିଶା ବୈ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ବାଫ୍‍ଲିମାଳି ଦୀର୍ଘସ୍ଥାୟୀ ଖଣି ..

ଜାତୀୟ

ରାଜନୈତିକ ଷଡଯନ୍ତ୍ର | BJP ଫସିଲା | ସମ..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଜିଟିଭି ଭାରତ ଓଡିଆ ର ସାମ୍ବାଦିକ ତ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter