• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

11-Sep-2026

ଅଣ୍ଟାରିଗୁଡ଼ାଠାରେ ଫୁଡ୍ କୋର୍ଟ ଉଦ୍‌ଘାଟିତ, ନାଗରିକଙ୍କ ସୁବିଧାରେ ଯୋଡ଼ିହେଲା ନୂଆ ଅଧ୍ୟାୟ

ରାୟଗଡ଼(ପିଆର)ତା.୧୦ ସେପ୍ଟେମ୍ବର ୨୦୨୬ରିଖ, ସହରର ନାଗରିକ ସୁବିଧା ଓ ସହରୀୟ ଭିତ୍ତିଭୂମି ବିକାଶ ଦିଗରେ ଆଉ ଏକ ଉଲ୍ଲେଖନୀୟ ପଦକ୍ଷେପ ସ୍ୱରୂପ ରାୟଗଡ଼ ପୌରପରିଷଦ ପକ୍ଷରୁ ଅଣ୍ଟାରିଗୁଡ଼ାଠାରେ ନିର୍ମିତ ଫୁଡ୍ କୋର୍ଟ ଆଜି ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଛି। ଓଡିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ  ବିଭୂତି ଭୂଷଣ ଜେନା ଏହି ନବନିର୍ମିତ ଫୁଡ୍ କୋର୍ଟକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ରାୟଗଡ଼ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀଯୁକ୍ତ  ଆଶୁତୋଷ କୁଲକର୍ଣ୍ଣୀ, ପ୍ରକଳ୍ପ ନିର୍ଦ୍ଦେଶକ,ଡୁଡା ଶ୍ରୀଯୁକ୍ତ  ଅକ୍ଷୟ କୁମାର କ୍ଷେମୁଣ୍ଡୁ, ରାୟଗଡ଼ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ କୁଲଦୀପ କୁମାରଙ୍କ ସମେତ ପୌରପରିଷଦର ସମସ୍ତ କାଉନସିଲର, ପୌର କର୍ମଚାରୀ, ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ପ୍ରିଣ୍ଟ ଓ ଇଲେକ୍ଟ୍ରୋନିକ୍ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।
ଅଣ୍ଟାରିଗୁଡ଼ାଠାରେ ଫୁଡ୍ କୋର୍ଟର ଶୁଭାରମ୍ଭ ଦ୍ୱାରା ସହରବାସୀଙ୍କ ପାଇଁ ଏକ ସୁସ୍ଥ, ପରିଚ୍ଛନ୍ନ, ସୁବ୍ୟବସ୍ଥିତ ଓ ଆକର୍ଷଣୀୟ ପରିବେଶରେ ଖାଦ୍ୟ ଉପଭୋଗ କରିବାର ସୁବିଧା ଉପଲବ୍ଧ ହୋଇଛି। ଏଥିସହିତ ଏହି ଫୁଡ୍ କୋର୍ଟ ସ୍ଥାନୀୟ ଖାଦ୍ୟ ବ୍ୟବସାୟୀ, ଛୋଟ ଉଦ୍ୟୋଗୀ ଓ ଯୁବପିଢ଼ିଙ୍କ ପାଇଁ ରୋଜଗାର ଏବଂ ଆତ୍ମନିଯୁକ୍ତିର ନୂତନ ସୁଯୋଗ ସୃଷ୍ଟି କରିବ। ଉଦ୍‌ଘାଟନୀ ଅବସରରେ ଉପସ୍ଥିତ ଅତିଥିମାନେ ରାୟଗଡ଼ ପୌରପରିଷଦର ଏହି ପଦକ୍ଷେପକୁ ସ୍ୱାଗତ କରିବା ସହିତ ଏହା ରାୟଗଡ଼ ସହରର ନାଗରିକ ସୁବିଧା, ସହରୀୟ ପରିବେଶ ଓ ଜନସାଧାରଣଙ୍କ ଜୀବନଧାରାକୁ ଆହୁରି ସମୃଦ୍ଧ କରିବ ବୋଲି ଆଶା ପ୍ରକାଶ କରିଥିଲେ।
ରାୟଗଡ଼ ପୌରପରିଷଦ ସହରବାସୀଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେଇ ପରିଚ୍ଛନ୍ନ, ସୁନ୍ଦର, ସୁବ୍ୟବସ୍ଥିତ ଓ ନାଗରିକ-ଅନୁକୂଳ ରାୟଗଡ଼ ସହର ଗଠନ ଦିଗରେ ନିରନ୍ତର ପ୍ରୟାସରତ। ଅଣ୍ଟାରିଗୁଡ଼ାଠାରେ ଫୁଡ୍ କୋର୍ଟ ଏହି ବିକାଶମୂଳକ ଯାତ୍ରାର ଏକ ନୂତନ ମାଇଲଖୁଣ୍ଟ ବୋଲି ରାୟଗଡ଼ ପୌରପରିଷଦ ପକ୍ଷରୁ ପ୍ରକାଶ କରାଯାଇଛି।
 

54
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ରାୟଗଡରେ ଜିଲ୍ଲାସ୍ତରୀୟ ଦିଶା ବୈ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ବାଫ୍‍ଲିମାଳି ଦୀର୍ଘସ୍ଥାୟୀ ଖଣି ..

ଜାତୀୟ

ରାଜନୈତିକ ଷଡଯନ୍ତ୍ର | BJP ଫସିଲା | ସମ..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଜିଟିଭି ଭାରତ ଓଡିଆ ର ସାମ୍ବାଦିକ ତ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter