• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

19-Sep-2026

ରାୟଗଡ଼ାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନା ଦିବସ ପାଳିତ, ‘SPARK-2026’ରେ ଛାତ୍ରଛାତ୍ରୀଙ୍କ ପ୍ରତିଭାର ଝଲକ

ରାୟଗଡ଼ା(ପିଆର), ତା୧୯/୦୯ ରିଖ: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନା ଦିବସ ଅବସରରେ ରାୟଗଡ଼ା ଜିଲ୍ଲାସ୍ତରୀୟ ‘SPARK-2026’ କାର୍ଯ୍ୟକ୍ରମ ଆଜି ବିଜୁ ପଟ୍ଟନାୟକ ଅଡିଟୋରିୟମ୍‌, ରାୟଗଡ଼ା ଠାରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଜିଲ୍ଲାର ବିଭିନ୍ନ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ଅବସର ରେ ନିଜର ସୃଜନଶୀଳତା, ପ୍ରତିଭା ଓ କଳାତ୍ମକ ଦକ୍ଷତା ପ୍ରଦର୍ଶନ କରିଥିଲେ।
ଏହି ଜିଲ୍ଲାସ୍ତରୀୟ ଉତ୍ସବର ଉଦ୍‌ଘାଟନୀ ସମାରୋହରେ ରାୟଗଡ଼ା  ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି, ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅବସରପ୍ରାପ୍ତ ଅଧ୍ୟକ୍ଷ ଡି.ଏ.ଭି. କଲେଜ, ଟିଟିଲାଗଡ଼ର ଡ. ଶିବ ପ୍ରସାଦ ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାୟଗଡ଼ା ଶ୍ରୀମତୀ ଶାନ୍ତିଲତା ମୁନି, ଏବଂ ଶ୍ରୀ କ୍ଷୀରେଶ୍ୱର ପଧାନ, ନୋଡାଲ୍ ଅଧ୍ୟକ୍ଷ, ଓଡ଼ିଶା ଆଦର୍ଶ ବିଦ୍ୟାଳୟସମୂହ, ରାୟଗଡ଼ା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।
ଏହି ଅବସରରେ ଆୟୋଜିତ ପ୍ରତିଯୋଗିତାରେ ଜୁନିଅର ଓ ସିନିଅର ବର୍ଗର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ। ଇଂରାଜୀ ବିତର୍କ, ଇଂରାଜୀ ପ୍ରବନ୍ଧ, ଇଂରାଜୀ ଏଲୋକ୍ୟୁସନ୍‌, କବିତା ଆବୃତ୍ତି, ଏକକ ସଙ୍ଗୀତ, ଲୋକନୃତ୍ୟ, ଶାସ୍ତ୍ରୀୟ ନୃତ୍ୟ, ଦଳୀୟ ଲୋକନୃତ୍ୟ, ଦଳୀୟ ଶାସ୍ତ୍ରୀୟ ନୃତ୍ୟ, ଚିତ୍ରାଙ୍କନ ଓ ପେଣ୍ଟିଂ ଏବଂ କୁଇଜ୍‌ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ହୋଇଥିଲା।
ପ୍ରତିଯୋଗିତାଗୁଡ଼ିକରେ ନିର୍ଦ୍ଧାରିତ ସମୟ ଓ ନିୟମାବଳୀ ଅନୁଯାୟୀ ଛାତ୍ରଛାତ୍ରୀମାନେ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ।
ସନ୍ଧ୍ୟାରେ ଆୟୋଜିତ ସମାପନୀ ସମାରୋହରେ ରାୟଗଡ଼ା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷ ଶ୍ରୀମତୀ ମଞ୍ଜୁଳା ମିନିଆକା,ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ରନାଥ କହଁର,  କ୍ଷୀରେଶ୍ୱର ପଧାନ, ନୋଡାଲ୍ ଅଧ୍ୟକ୍ଷ, ଓଡ଼ିଶା ଆଦର୍ଶ ବିଦ୍ୟାଳୟସମୂହ, ରାୟଗଡ଼ା ସମ୍ମାନିତ ଅତିଥି ଭାବେ ଉପସ୍ଥିତଥିଲେ। ସମାରୋହରେ ସଭାପତିତ୍ୱ କରିଥିଲେ ଶ୍ରୀ ଭଜନଲାଲ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ-ତଥା-ଜିଲ୍ଲା ପ୍ରକଳ୍ପ ସଂଯୋଜକ, ରାୟଗଡ଼ା ।
ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ ଓ ସମ୍ମାନିତ କରାଯାଇଥିଲା। SPARK-2026 ଛାତ୍ରଛାତ୍ରୀଙ୍କ ମଧ୍ୟରେ ନବସୃଜନ, ସୃଜନଶୀଳତା, ଆତ୍ମବିଶ୍ୱାସ ଓ ପ୍ରତିଭା ବିକାଶର ଏକ ଉତ୍କୃଷ୍ଟ ମଞ୍ଚ ଭାବେ ପରିଣତ ହୋଇଥିବା ଅତିଥିମାନେ ମତବ୍ୟକ୍ତ କରିଥିଲେ।
କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ରାୟଗଡ଼ା ଜିଲ୍ଲାର ସମସ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସମନ୍ୱିତ ପ୍ରୟାସକୁ ପ୍ରଶଂସା କରାଯାଇଥିଲା। SPARK-2026 ରାୟଗଡ଼ା ଜିଲ୍ଲାର ଯୁବ ପ୍ରତିଭାମାନଙ୍କ ପାଇଁ ଏକ ସ୍ମରଣୀୟ ଓ ପ୍ରେରଣାଦାୟକ ଅନୁଭବ ହୋଇ ରହିବ ବୋଲି ଅତିଥିବୃନ୍ଦ ମତବ୍ଯକ୍ତ କରିଥିଲେ।

124
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ରାୟଗଡରେ ଜିଲ୍ଲାସ୍ତରୀୟ ଦିଶା ବୈ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ବାଫ୍‍ଲିମାଳି ଦୀର୍ଘସ୍ଥାୟୀ ଖଣି ..

ଜାତୀୟ

ରାଜନୈତିକ ଷଡଯନ୍ତ୍ର | BJP ଫସିଲା | ସମ..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଜିଟିଭି ଭାରତ ଓଡିଆ ର ସାମ୍ବାଦିକ ତ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter